ବାବୁ ସିଂଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ବାବୁ ସିଂଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଏକାମ୍ର ବିଧାନସଭା କ୍ଷେତ୍ରର ଜନପ୍ରିୟ ବିଧାୟକ ଶ୍ରୀ ବାବୁ ସିଂଙ୍କୁ ଜନ୍ମଦିନର ହାର୍ଦ
ବାବୁ ସିଂଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ବାବୁ ସିଂଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଏକାମ୍ର ବିଧାନସଭା କ୍ଷେତ୍ରର ଜନପ୍ରିୟ ବିଧାୟକ ଶ୍ରୀ ବାବୁ

ସିଂଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ। ବାବା ଲିଙ୍ଗରାଜଙ୍କ ନିକଟରେ ଆପଣଙ୍କ ମଙ୍ଗଳମୟ

ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande