
ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ଟଙ୍କଧର
ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଝାରସୁଗୁଡ଼ାର ଲୋକପ୍ରିୟ ବିଧାୟକ ଶ୍ରୀ
ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମହାପ୍ରଭୁ
ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ
ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା