ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଝାରସୁଗୁଡ଼ାର ମାନ୍ୟବର ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନର
ଟଙ୍କଧର ତ୍ରିପାଠୀଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ଟଙ୍କଧର

ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଝାରସୁଗୁଡ଼ାର ମାନ୍ୟବର

ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ

ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ସୁସ୍ଥ,

ନିରୋଗ ଏବଂ ଦୀର୍ଘାୟୁ ଜୀବନ କାମନା କରୁଛି। ରାଜ୍ୟ ତଥା

ଜନସାଧାରଣଙ୍କ ସେବାରେ ଆପଣଙ୍କ ପ୍ରଚେଷ୍ଟା ସଦାସର୍ବଦା ଜାରି ରହୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande