'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ''ପଦ୍ମଭୂଷଣ'' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଓଡ଼ିଆ ସାହିତ୍ୟିକ, ଔପନ୍ୟାସିକ ତଥା
'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ     ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 02 ଜୁଲାଇ (ହି.ସ.)- 'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଓଡ଼ିଆ

ସାହିତ୍ୟିକ, ଔପନ୍ୟାସିକ

ତଥା 'ପଦ୍ମଭୂଷଣ' କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଆ

ସାହିତ୍ୟ ଜଗତକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ଅତୁଳନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande