ପବିତ୍ର ହେରାପଞ୍ଚମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଜୁଲାଇ (ହି.ସ.)- ପବିତ୍ର ହେରାପଞ୍ଚମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ହେରାପଞ୍ଚମୀ ଅବସରରେ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଓ ମା''
ପବିତ୍ର ହେରାପଞ୍ଚମୀର     ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 20 ଜୁଲାଇ (ହି.ସ.)- ପବିତ୍ର

ହେରାପଞ୍ଚମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ହେରାପଞ୍ଚମୀ ଅବସରରେ ଅନେକ ଅନେକ ଶୁଭେଚ୍ଛା ଓ

ଶୁଭକାମନା। ମହାପ୍ରଭୁ ଓ ମା' ମହାଲକ୍ଷ୍ମୀଙ୍କ

କୃପା ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି

ଓ ସମୃଦ୍ଧି ଭରିଦେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande