ପବିତ୍ର ହେରାପଞ୍ଚମୀର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 20 ଜୁଲାଇ (ହି.ସ.)- ପବିତ୍ର ହେରାପଞ୍ଚମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ହେରାପଞ୍ଚମୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍
ପବିତ୍ର ହେରାପଞ୍ଚମୀର     ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 20 ଜୁଲାଇ (ହି.ସ.)- ପବିତ୍ର

ହେରାପଞ୍ଚମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ହେରାପଞ୍ଚମୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ମହାଲକ୍ଷ୍ମୀଙ୍କ ଅପାର କୃପାରୁ ଆପଣଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande