ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ଉଚିତ-ନବୀନ ପଟ୍ଟନାୟକ
ଭୁବନେଶ୍ୱର, ୨୧ ଜୁଲାଇ (ହି.ସ.) - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଦିଲ୍ଲୀ ଗସ୍ତରେ ଥିବା ଅବସରରେ ନବୀନ ଦଳୀୟ ସାଂସଦଙ୍କ ସହ ଆଲୋଚନା କରିଛନ୍ତି। ଆଲୋଚନା ପରେ ପ୍ରତିକ୍ରିୟା ରଖି ନବୀନ କହିଛ
Naveen Patnaik (File Photo)


ଭୁବନେଶ୍ୱର, ୨୧ ଜୁଲାଇ (ହି.ସ.) - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଦିଲ୍ଲୀ ଗସ୍ତରେ ଥିବା ଅବସରରେ ନବୀନ ଦଳୀୟ ସାଂସଦଙ୍କ ସହ ଆଲୋଚନା କରିଛନ୍ତି। ଆଲୋଚନା ପରେ ପ୍ରତିକ୍ରିୟା ରଖି ନବୀନ କହିଛନ୍ତି ଦିଲ୍ଲୀର ଘଟଣାବଳୀ ନେଇ ଦଳୀୟ ସାଂସଦଙ୍କ ସହ ଆଲୋଚନା କରିଛି। ପରିସ୍ଥିତି ଗମ୍ଭୀର ରହିଛି, ମେଡିକାଲ୍ ରେ ଆହତ ଛାତ୍ରଙ୍କୁ ସାଂସଦ ଭେଟିଛନ୍ତି। ବର୍ତମାନ ସ୍ଥିତିରେ ଶିକ୍ଷା ମନ୍ତ୍ରୀ ଇସ୍ତଫା ଦେବା ଉଚିତ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande