ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ନେଇ ଜିଲ୍ଲାକୁ ରିପୋର୍ଟ ମଗାଯାଇଛି - ମନ୍ତ୍ରୀ
ଭୁବନେଶ୍ୱର, ୨୧ ଜୁଲାଇ (ହି.ସ)- ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ନେଇ ଜିଲ୍ଲାକୁ ରିପୋର୍ଟ ମଗାଯାଇଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ଫସଲ କ୍ଷୟକ୍ଷତି ନେଇ ବଲାଙ୍ଗୀର ଓ କଟକ ଜିଲ୍ଲାପାଳ ରିପୋର୍ଟ ଦେଇ ସାରିଛନ୍ତି। କ୍ଷତ
suresh pujari


ଭୁବନେଶ୍ୱର, ୨୧ ଜୁଲାଇ (ହି.ସ)- ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ନେଇ ଜିଲ୍ଲାକୁ ରିପୋର୍ଟ ମଗାଯାଇଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ଫସଲ କ୍ଷୟକ୍ଷତି ନେଇ ବଲାଙ୍ଗୀର ଓ କଟକ ଜିଲ୍ଲାପାଳ ରିପୋର୍ଟ ଦେଇ ସାରିଛନ୍ତି। କ୍ଷତି ସହିଥିବା ଲୋକଙ୍କ ଆକାଉଂଟକୁ କ୍ଷତିପୂରଣ ରାଶି ସିଧା ପଠାଯିବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande