ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ନେଇ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ
ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ମହାପ୍ରଭୁଙ୍କ ବାହୁଡା ଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ବଡ ବୈଠକ। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ହୋଇଛି । ଉପମୁ
ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ନେଇ ଲୋକ ସେବା ଭବନରେ     ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ


ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ମହାପ୍ରଭୁଙ୍କ ବାହୁଡା ଯାତ୍ରାକୁ ନେଇ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ବଡ ବୈଠକ। ମହାପ୍ରଭୁଙ୍କ

ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଓ

ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ହୋଇଛି । ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ,

ମୁଖ୍ୟ ଶାସନ ସଚିବ,ଉନ୍ନୟନ କମିଶନର , ପୋଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ପ୍ରଶାସକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande