ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବାଚସ୍ପତି ସୁରମା ପାଢୀଙ୍କ ସହ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ର
ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ

ବାଚସ୍ପତି ସୁରମା ପାଢୀଙ୍କ ସହ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଯୋଗ ଦେଇ ସ୍ୱାଧୀନତା

ସଂଗ୍ରାମୀ ତଥା ମହାନ ସମାଜସେବୀ ମା’ ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ।

ମା' ରମାଦେବୀଙ୍କ

ନିଷ୍କାମ ସେବା, ଦେଶପ୍ରେମ, ଗ୍ରାମୀଣ ବିକାଶ ଓ

ନାରୀ ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଅମୃତ ଉତ୍ସ ବୋଲି

ସଂସ୍କୃତି ମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande