
ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀ ଚୌଧୁରୀଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ରମାଦେବୀ ଚୌଧୁରୀଙ୍କ
ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ
କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ