ରମାଦେବୀ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସେବା ଓ ସମର୍ପଣର ମୂର୍ତ୍ତିମନ୍ତ ପ୍ରତୀକ ରମାଦେବୀ ଚ
ରମାଦେବୀ


ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସେବା ଓ ସମର୍ପଣର ମୂର୍ତ୍ତିମନ୍ତ ପ୍ରତୀକ ରମାଦେବୀ

ଚୌଧୁରୀଙ୍କ ପୁଣ୍ୟତିଥିରେ ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ସ୍ୱାଧୀନତା ସଂଗ୍ରାମରେ ସକ୍ରିୟ

ଯୋଗଦାନ ସହ ନାରୀ ଶସକ୍ତୀକରଣ ଓ ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande