ରମାଦେବୀ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ସମାଜସେବୀ ତ
ରମାଦେବୀ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ     କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀ ଚୌଧୁରୀଙ୍କ ପୁଣ୍ୟତିଥିରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ସମାଜସେବୀ

ତଥା ନାରୀଶକ୍ତି ଜାଗରଣର ପୁରୋଧା ମା' ରମାଦେବୀଙ୍କ ପୁଣ୍ୟତିଥିରେ

ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଉଛି । ତ୍ୟାଗ, ସେବା, ସରଳ ଜୀବନ ଓ

ମାନବିକ ମୂଲ୍ୟବୋଧରେ ସମୃଦ୍ଧ ତାଙ୍କ ଜୀବନ ଆଜି ମଧ୍ୟ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande