ଲୋକମାନ୍ୟ ବାଳ ଗଙ୍ଗାଧର ତିଳକଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଲୋକମାନ୍ୟ ବାଳ ଗଙ୍ଗାଧର ତିଳକଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ସମାଜ ସଂସ୍କାରକ ତଥା ରାଷ୍ଟ୍ରନାୟ
ଲୋକମାନ୍ୟ ବାଳ ଗଙ୍ଗାଧର     ତିଳକଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଲୋକମାନ୍ୟ ବାଳ

ଗଙ୍ଗାଧର ତିଳକଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ସମାଜ ସଂସ୍କାରକ ତଥା ରାଷ୍ଟ୍ରନାୟକ ଲୋକମାନ୍ୟ ବାଳ

ଗଙ୍ଗାଧର ତିଳକଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ତାଙ୍କର ତ୍ୟାଗ, ସାହସ ଓ ରାଷ୍ଟ୍ରପ୍ରେମ ଭାରତୀୟ ଇତିହାସରେ ସଦା ଅମର ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande