ବାଲ ଗଙ୍ଗାଧର ତିଳକଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ବାଲ ଗଙ୍ଗାଧର ତିଳକଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ଲୋକମାନ୍ୟ ବାଲ ଗଙ୍ଗାଧର ତିଳକଙ୍କ ଜୟନ୍ତୀ
ବାଲ ଗଙ୍ଗାଧର ତିଳକଙ୍କ     ଜୟନ୍ତୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ବାଲ ଗଙ୍ଗାଧର

ତିଳକଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ଲୋକମାନ୍ୟ ବାଲ

ଗଙ୍ଗାଧର ତିଳକଙ୍କ ଜୟନ୍ତୀରେ ତାଙ୍କର ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande