ଚନ୍ଦ୍ରଶେଖର ଆଜାଦଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଚନ୍ଦ୍ରଶେଖର ଆଜାଦଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ବାଧିନତା ସଂଗ୍ରାମୀ, ରାଷ୍ଟ୍ର ସେବକ ଚନ୍
ଚନ୍ଦ୍ରଶେଖର ଆଜାଦଙ୍କ     ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଚନ୍ଦ୍ରଶେଖର

ଆଜାଦଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ବାଧିନତା

ସଂଗ୍ରାମୀ,

ରାଷ୍ଟ୍ର ସେବକ ଚନ୍ଦ୍ରଶେଖର ଆଜାଦଙ୍କ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି। ଆଜିର ଯୁବପିଢ଼ି ପାଇଁ ତାଙ୍କର ଅସୀମ ସାହସ, ଦେଶପ୍ରେମ, ଏବଂ ବଳିଦାନ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande