
ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଲୋକମାନ୍ୟ ବାଲ
ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ
ସ୍ବାଧିନତା ସଂଗ୍ରାମୀ ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
ତାଙ୍କର ସାହସ ଏବଂ ଦେଶପ୍ରେମ ଆଜି ମଧ୍ୟ ପ୍ରତ୍ୟେକ ହୃଦୟରେ ଦେଶଭକ୍ତିର ଶିଖା ପ୍ରଜ୍ୱଳିତ
କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା