ଭବାନୀପାଟଣାରେ ଅଙ୍ଗନୱାଡ଼ି କର୍ମୀଙ୍କ ସହ ବାତଳାପ' କାର୍ଯ୍ୟକ୍ରମରେ ଯୋଗଦେଲେ ପ୍ରଭାତୀ ପରିଡା
ଭୁବନେଶ୍ୱର, ୨୩ ଜୁଲାଇ(ହି.ସ )- ଭବାନୀପାଟଣାସ୍ଥିତ ସହିଦ ରେଣ୍ଡୋ ମାଝୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟଠାରେ ଆୟୋଜିତ ''ଅଙ୍ଗନୱାଡ଼ି କର୍ମୀଙ୍କ ସହ ବାତଳାପ'' କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଶିଶୁଙ୍କ ପୋଷଣ, ପ୍ରାକ୍-ବିଦ୍ୟ
tujt78o


ଭୁବନେଶ୍ୱର, ୨୩ ଜୁଲାଇ(ହି.ସ )- ଭବାନୀପାଟଣାସ୍ଥିତ ସହିଦ ରେଣ୍ଡୋ ମାଝୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟଠାରେ ଆୟୋଜିତ 'ଅଙ୍ଗନୱାଡ଼ି କର୍ମୀଙ୍କ ସହ ବାତଳାପ' କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଶିଶୁଙ୍କ ପୋଷଣ, ପ୍ରାକ୍-ବିଦ୍ୟାଳୟ ଶିକ୍ଷା, ଗର୍ଭବତୀ ଓ ପ୍ରସୂତି ମା'ଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ସହିତ ସମାଜର ସାମଗ୍ରିକ ବିକାଶରେ ଅଙ୍ଗନୱାଡ଼ି କର୍ମୀମାନଙ୍କ ଅବଦାନ ବାବଦରେ ଏହି ଅବସରରେ ଆଲୋଚନା ହୋଇଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande