ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍
ଲୋକମାନ୍ୟ ବାଲ ଗଙ୍ଗାଧର     ତିଲକଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଲୋକମାନ୍ୟ ବାଲ

ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଲୋକମାନ୍ୟ ବାଲ ଗଙ୍ଗାଧର

ତିଲକଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଅଦମ୍ୟ ସଂଘର୍ଷ, ରାଷ୍ଟ୍ରବାଦର ଚେତନା ଏବଂ ଜନସେବା ପ୍ରତି ସମର୍ପଣ ଆଜି ମଧ୍ୟ

ରାଷ୍ଟ୍ର ନିର୍ମାଣର ପଥରେ ଆଗେଇ ଚାଲିବାକୁ ପ୍ରେରଣା ଯୋଗାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande