
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର ବାହୁଡା
ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର 'ବାହୁଡ଼ା ଯାତ୍ରା'ର ଅନେକ ଶୁଭେଚ୍ଛା । ମହାପ୍ରଭୁଙ୍କ ପାଖରେ ଜଗତର କଲ୍ୟାଣ ସହ
ସମସ୍ତଙ୍କର ନିରାମୟ ଜୀବନ ପାଇଁ ପ୍ରାର୍ଥନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା