କାଳୀଚରଣ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 24 ଜୁଲାଇ (ହି.ସ.) - କାଳୀଚରଣ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ବରପୁତ୍ର, ସାହିତ୍ୟ
କାଳୀଚରଣ ପଟ୍ଟନାୟକଙ୍କ     ଶ୍ରାଦ୍ଧ ବାର୍ଷିକୀ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 24 ଜୁଲାଇ (ହି.ସ.) - କାଳୀଚରଣ

ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର

ବରପୁତ୍ର, ସାହିତ୍ୟ

କାଶୀର ମହାନ ସାଧକ, ପ୍ରଖ୍ୟାତ କବି,

ନାଟ୍ୟକାର ତଥା ଗୀତିକାର 'କବିଚନ୍ଦ୍ର' କାଳୀଚରଣ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ ଅମର

ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି। ଓଡ଼ିଆ ନାଟ୍ୟ ଶାସ୍ତ୍ର, ସଂଗୀତ, ନୃତ୍ୟ

ଏବଂ ସାହିତ୍ୟ ଜଗତକୁ ତାଙ୍କର ଅବଦାନ ଯୁଗ ଯୁଗ ପାଇଁ ଅତୁଳନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande