ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ଏହି ଶୁଭ ଅବସର ରେ ସମସ୍ତ ଓଡ଼ିଶା
ପବିତ୍ର ବାହୁଡା ଯାତ୍ରାର     ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର ବାହୁଡା

ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ଏହି

ଶୁଭ ଅବସର ରେ ସମସ୍ତ ଓଡ଼ିଶା ବାସୀ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande