ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।
ପବିତ୍ର ବାହୁଡା ଯାତ୍ରାର     ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର ବାହୁଡା

ଯାତ୍ରାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ

ଶୁଭେଚ୍ଛା ଓ ଅଭିନନ୍ଦନ।

ମୁକେଶ ମହାଲିଙ୍ଗ କହିଛନ୍ତି

ଯେ, ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ବିଜେ ସହ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି, ନୂଆ ଆଶା

ଓ ସଫଳତାର ଆଗମନ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande