ପବିତ୍ର ବାହୁଡ଼ାଯାତ୍ରାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର ବାହୁଡ଼ାଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ବାହୁଡ଼ାଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କରୁଣା ସଭିଙ
ପବିତ୍ର ବାହୁଡ଼ାଯାତ୍ରାର     ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର

ବାହୁଡ଼ାଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ବାହୁଡ଼ାଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ। ମହାପ୍ରଭୁଙ୍କ କରୁଣା ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ। ଜୟ ଜଗନ୍ନାଥ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande