ପବିତ୍ର ବାହୁଡ଼ା ଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର ବାହୁଡ଼ା ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରାର ଶୁଭ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ
ପବିତ୍ର ବାହୁଡ଼ା ଯାତ୍ରାର     ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ପବିତ୍ର

ବାହୁଡ଼ା ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ

ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରାର ଶୁଭ ଅବସରରେ

ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande