ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ପ୍ରଭାତି ପରିଡାଙ୍କ ଶୋକ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁ
ସ୍ୱାଧୀନତା ସଂଗ୍ରାମୀ     ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ପ୍ରଭାତି ପରିଡାଙ୍କ ଶୋକ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଶୋକ ପ୍ରକାଶ

କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ପରଲୋକ ଖବର ପାଇ ମୁଁ ଅତ୍ୟନ୍ତ ମର୍ମାହତ ।

ପ୍ରଭାତି ପରିଡା କହିଛନ୍ତି

ଯେ, ଦେଶ ଓ ଦେଶବାସୀଙ୍କ ପାଇଁ ତାଙ୍କର ତ୍ୟାଗ ଓ ଅବଦାନ ସଦା ସ୍ମରଣୀୟ ହୋଇରହିବ। ଏହି ଦୁଃଖଦ

ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି । ମହାପ୍ରଭୁ

ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande