ମହାପ୍ରଭୁଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ମହାପ୍ରଭୁଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନ
ମହାପ୍ରଭୁଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ମହାପ୍ରଭୁଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

ମହାପ୍ରଭୁଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ

ସମୃଦ୍ଧିରେ ପରିପୂର୍ଣ୍ଣ ହେଉ । ଜୟ ଜଗନ୍ନାଥ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande