ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ 'ସୁନାବେଶ' ରଶୁଭେଚ୍ଛା ଜଣାଇଲେ କେଭି ସିଂହେଦଓ
ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ''ସୁନାବେଶ'' ରଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହେଦଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହେଦଓ କହିଛନ୍ତି ଯେ, ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ''ସୁନାବେଶ''
ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ 'ସୁନାବେଶ' ରଶୁଭେଚ୍ଛା ଜଣାଇଲେ     କେଭି ସିଂହେଦଓ


ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ 'ସୁନାବେଶ' ରଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହେଦଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହେଦଓ କହିଛନ୍ତି ଯେ, ରଥ ଉପରେ

ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ 'ସୁନାବେଶ' ର ପବିତ୍ର ଅବସରରେ ସମସ୍ତ ଶ୍ରଦ୍ଧାଳୁଙ୍କୁ ମୋର ହାର୍ଦ୍ଦିକ

ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣ ସମସ୍ତଙ୍କର ସୁଖ, ଶାନ୍ତି, ସମୃଦ୍ଧି ଓ ସୁସ୍ଥ

ଜୀବନ କାମନା କରୁଛି। ଜୟ ଜଗନ୍ନାଥ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande