ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ସୁନାବେଶ ଅବସରରେ ସମସ୍ତ ଶ
ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା ଜଣାଇଲେ     ପ୍ରଭାତି ପରିଡା


ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ସୁନାବେଶର ଶୁଭେଚ୍ଛା

ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି

ପରିଡା କହିଛନ୍ତି ଯେ, ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ସୁନାବେଶ ଅବସରରେ ସମସ୍ତ

ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ ଠାକୁର ପ୍ରଭୁ

ଶ୍ରୀ ବଳଭଦ୍ର, କରୁଣାମୟୀ ମା' ସୁଭଦ୍ରା ଏବଂ

ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ

କଲ୍ୟାଣରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande