
ଭୁବନେଶ୍ୱର, 26 ଜୁଲାଇ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଅଧର ପଣା ନୀତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।
ସେ ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି. ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଅଧର ପଣା ନୀତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ ମଙ୍ଗଳରେ ପରିପୂର୍ଣ୍ଣ ହେଉ । ଜଗତର କଲ୍ୟାଣ ଓ ସମସ୍ତଙ୍କ ସୁସ୍ଥ, ସୁଖୀ ଜୀବନ ପାଇଁ ମହାପ୍ରଭୁଙ୍କ ଚରଣରେ ପ୍ରାର୍ଥନା ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ