ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ, ବଲାଙ୍ଗୀରରେ ହୃତପିଣ୍ଡ ବିଜ୍ଞାନ, ସ୍ନାୟୁ ବିଜ୍ଞାନ, ସ୍ନାୟୁ ଶଲ୍ୟଚିକିତ୍ସା, ପ୍ଲାଷ୍ଟିକ ସର୍ଜରୀ ଓ ବୃକକ ଚିକିତ୍ସା ବିଭାଗ ପାଇଁ ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଂଟ ପ୍ରଫେସର ଓ ସିନିୟର ରେସିଡେଂଟ ପଦବୀ ମଞ୍ଜୁର
ବଲାଙ୍ଗୀର, ୨୬ ଜୁଲାଇ(ହି.ସ.) – ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ୧୫୨ଟି ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଂଟ ପ୍ରଫେସର ଓ ସିନିୟର ରେସିଡେଂଟ ପଦବୀକୁ ବିଭିନ୍ନ ସରକାରୀ ମେଡିକାଲ କଲେଜର ସୁପର ସ୍ପେଶିଆଲିଟି ବିଭାଗ ପାଇଁ ଅନୁମୋଦନ କରିଛନ୍
ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ, ବଲାଙ୍ଗୀରରେ ହୃତପିଣ୍ଡ ବିଜ୍ଞାନ, ସ୍ନାୟୁ ବିଜ୍ଞାନ, ସ୍ନାୟୁ ଶଲ୍ୟଚିକିତ୍ସା, ପ୍ଲାଷ୍ଟିକ ସର୍ଜରୀ ଓ ବୃକକ ଚିକିତ୍ସା ବିଭାଗ ପାଇଁ ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର ଓ ସିନିୟର ରେସିଡେଣ୍ଟ ପଦବୀ ମଞ୍ଜୁର


ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ, ବଲାଙ୍ଗୀରରେ ହୃତପିଣ୍ଡ ବିଜ୍ଞାନ, ସ୍ନାୟୁ ବିଜ୍ଞାନ, ସ୍ନାୟୁ ଶଲ୍ୟଚିକିତ୍ସା, ପ୍ଲାଷ୍ଟିକ ସର୍ଜରୀ ଓ ବୃକକ ଚିକିତ୍ସା ବିଭାଗ ପାଇଁ ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର ଓ ସିନିୟର ରେସିଡେଣ୍ଟ ପଦବୀ ମଞ୍ଜୁର


ବଲାଙ୍ଗୀର, ୨୬ ଜୁଲାଇ(ହି.ସ.) – ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ୧୫୨ଟି ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଂଟ ପ୍ରଫେସର ଓ ସିନିୟର ରେସିଡେଂଟ ପଦବୀକୁ ବିଭିନ୍ନ ସରକାରୀ ମେଡିକାଲ କଲେଜର ସୁପର ସ୍ପେଶିଆଲିଟି ବିଭାଗ ପାଇଁ ଅନୁମୋଦନ କରିଛନ୍ତି।

ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ, ବଲାଙ୍ଗୀରରେ ହୃତପିଣ୍ଡ ବିଜ୍ଞାନ, ସ୍ନାୟୁ ବିଜ୍ଞାନ, ସ୍ନାୟୁ ଶଲ୍ୟଚିକିତ୍ସା, ପ୍ଲାଷ୍ଟିକ ସର୍ଜରୀ ଓ ବୃକକ ଚିକିତ୍ସା ବିଭାଗ ପାଇଁ ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଂଟ ପ୍ରଫେସର ଓ ସିନିୟର ରେସିଡେଂଟ ପଦବୀ ମଞ୍ଜୁର ହୋଇଛି। ଏହି ଅନୁମୋଦନ ପରେ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ କହିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ ସେବାର ଗୁଣବତା ବୃଦ୍ଧି ପାଇଛି। ସରକାର ସର୍ବଦା ଲୋକଙ୍କୁ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ସେବା ଯୋଗାଇବାକୁ ପ୍ରତିବଦ୍ଧ। ସରକାରଙ୍କ ଏହି ପଦକ୍ଷେପ ଗ୍ରହଣ ଫଳରେ ଆଗାମୀ ଦିନରେ ମାନବ ସମ୍ବଳ ବୃଦ୍ଧି ହେବା ସହ ସ୍ୱାସ୍ଥ୍ୟ ସେବା ଶିଖର ଛୁଇଁବ ବୋଲି ଆଶା ପ୍ରକାଶ କରିଛନ୍ତି। ସୂଚନା ଅନୁସାରେ, ଗତ ଦୁଇ ବର୍ଷ ମଧ୍ୟରେ ବିଭାଗରେ ୫,୧୯୭ ମେଡିକାଲ ଅଫିସର ଓ ପାରାମେଡିକ୍ସ ଷ୍ଟାଫ ନିଯୁକ୍ତି ହୋଇଛନ୍ତି। ସେହିପରି ୫,୯୮୯ ନର୍ସିଙ୍ଗ ଅଫିସର ଏବଂ ୨୪୦ ରେଡିଓଗ୍ରାଫର ନିଯୁକ୍ତି ପାଇଁ ଅନୁମୋଦନ, ୧,୧୦୮ ଫାର୍ମାସିଷ୍ଟ ଅଧିକାରୀ, ୨୩୮ ଅପଥାଲମିକ ଅଧିକାରୀ ଓ ୩୮୦ ମେଡିକାଲ ଲ୍ୟାବ ଟେକନିସିଆନ ପଦବୀ ଅନୁମୋଦନ ମିଳିଛି।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande