ବିଶିଷ୍ଟ ସାହିତ୍ୟିକ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ଜୁଲାଇ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶିଷ୍ଟ ସାହିତ୍ୟିକ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି. ବିଶିଷ୍ଟ କବି, ସାହିତ୍ୟିକ ଓ ଶିକ୍ଷାବିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଭକ୍ତି
ବିଶିଷ୍ଟ  ସାହିତ୍ୟିକ  ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 26 ଜୁଲାଇ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶିଷ୍ଟ ସାହିତ୍ୟିକ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି. ବିଶିଷ୍ଟ କବି, ସାହିତ୍ୟିକ ଓ ଶିକ୍ଷାବିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ଓଡ଼ିଆ ଭାଷା, ସାହିତ୍ୟ, ଶିକ୍ଷା ଓ ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କର ଅବିସ୍ମରଣୀୟ ଅବଦାନ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande