ସମାଜସେବୀ ମାଳତୀ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ସମାଜସେବୀ ମାଳତୀ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ସମାଜସେବୀ ମାଳତୀ ଚୌଧୁରୀଙ୍କ ଜୟନ୍ତୀରେ ଭ
ସମାଜସେବୀ ମାଳତୀ ଚୌଧୁରୀଙ୍କ     ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ସମାଜସେବୀ

ମାଳତୀ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ସମାଜସେବୀ

ମାଳତୀ ଚୌଧୁରୀଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ସ୍ଵାଧୀନତା ଆନ୍ଦୋଳନଠାରୁ ଆରମ୍ଭ କରି ସମାଜ

ସେବା ପର୍ଯ୍ୟନ୍ତ ତାଙ୍କର ଅବଦାନ ସଦା ଅବିସ୍ମରଣୀୟ । ଜନସେବା ପ୍ରତି ତାଙ୍କର ନିଷ୍ଠା ଓ ଆଦର୍ଶ

ଚିରକାଳ ଆମ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande