
ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ପଣ୍ଡିତ
ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ପୂର୍ବତନ
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଓଡ଼ିଶାର
ବିଶିଷ୍ଟ ସାହିତ୍ୟିକ ଏବଂ ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ
ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା