ସ୍ୱର୍ଗତ ମାଳତୀ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ସ୍ୱର୍ଗତ ମାଳତୀ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ ମାଳତୀ ଚୌଧୁରୀଙ
ସ୍ୱର୍ଗତ ମାଳତୀ ଚୌଧୁରୀଙ୍କ     ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ସ୍ୱର୍ଗତ ମାଳତୀ

ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ

ସ୍ୱର୍ଗତ ମାଳତୀ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande