ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି ଘୋଷଣା
ଭୁବନେଶ୍ୱର, ଜୁଲାଇ 26 (ହି.ସ) ଲଘୁଚାପ ବର୍ଷା ପାଇଁ ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି ଘୋଷଣା । ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସହ ଉଚ୍ଚ ମାଧ୍ୟମିକ ସ୍କୁଲ ବନ୍ଦ ରହିବ । ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ
ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି     ଛୁଟି ଘୋଷଣା


ଭୁବନେଶ୍ୱର, ଜୁଲାଇ 26 (ହି.ସ)

ଲଘୁଚାପ ବର୍ଷା ପାଇଁ ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାର ସମସ୍ତ

ସ୍କୁଲ ଓ ଅଙ୍ଗନବାଡି ଛୁଟି ଘୋଷଣା । ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସହ ଉଚ୍ଚ ମାଧ୍ୟମିକ ସ୍କୁଲ

ବନ୍ଦ ରହିବ । ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପିଲାମାନଙ୍କ

ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande