ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତିର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତିର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ଅବସରରେ
ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର     ଅଧରପଣା ନୀତିର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ଚତୁର୍ଦ୍ଧା

ମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତିର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଚତୁର୍ଦ୍ଧା ମୂର୍ତ୍ତିଙ୍କ ପବିତ୍ର

ଅଧରପଣା ନୀତି ଅବସରରେ ସମସ୍ତ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande