ସମାଜ ସଂସ୍କାରକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ସମାଜ ସଂସ୍କାରକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ
ସମାଜ ସଂସ୍କାରକ ପଣ୍ଡିତ     ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ସମାଜ ସଂସ୍କାରକ

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ବିଶିଷ୍ଟ ସାହିତ୍ୟିକ, ଶିକ୍ଷାବିତ୍ ତଥା ସମାଜ

ସଂସ୍କାରକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି।

ତାଙ୍କର କର୍ମମୟ ଜୀବନ ଏବଂ ସୃଷ୍ଟି ସମଗ୍ର ପାଇଁ ସେ ଚିରସ୍ମରଣୀୟ ରହିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande