ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଗାର୍ଡ ଅଫ୍ ଅନର
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପାର୍ଥିବ ଶରୀରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଭଟଲି ବିଧାୟକ ଇରାସ
ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଗାର୍ଡ     ଅଫ୍ ଅନର


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ

ସିଂଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପାର୍ଥିବ

ଶରୀରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଭଟଲି ବିଧାୟକ ଇରାସୀସ ଆଚାର୍ଯ୍ୟ, ବିଧାୟକ ବାବୁ ସିଂ, ନିରଞ୍ଜନ ପୂଜାରୀ, ଗୌତମ ବୁଧ ଦାସ, ନିହାର ମହାନନ୍ଦ, ସୁଶାନ୍ତ ରାଉତ, ଯୋଗେଶ ସିଂ | ଏହାପୂର୍ବରୁ ବିଧାନସଭା ପକ୍ଷରୁ ଗାର୍ଡ ଅଫ ଅନର

ପ୍ରଦାନ କରାଯାଇଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande