
ଭୁବନେଶ୍ୱର, 27 ଜୁଲାଇ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀଳାଦ୍ରିବିଜେ ଓ ରସଗୋଲା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ନୀଳାଦ୍ରିବିଜେ ଓ ରସଗୋଲା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରିବିଜେ କେବଳ ଆଧ୍ୟାତ୍ମିକ ପରମ୍ପରାର ପ୍ରତୀକ ନୁହେଁ, ବରଂ ଓଡ଼ିଆ ଅସ୍ମିତା, ସଂସ୍କୃତି ଓ ଭକ୍ତିଭାବର ଏକ ଅନନ୍ୟ ପରିଚୟ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ