ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତ ରତ୍ନ, ‘ମିସାଇଲ୍ ମ୍ୟାନ୍ ଅଫ୍ ଇଣ୍ଡିଆ’ ଡ. ଏ.
ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି     ଜ୍ଞାପନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟତିଥିରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତ ରତ୍ନ, ‘ମିସାଇଲ୍ ମ୍ୟାନ୍ ଅଫ୍ ଇଣ୍ଡିଆ’ ଡ. ଏ.ପି.ଜେ. ଅବଦୁଲ କଲାମଙ୍କ

ପୁଣ୍ୟତିଥିରେ ତାଙ୍କୁ ବିନମ୍ର ସ୍ମରଣ।

ତାଙ୍କର ଜୀବନ, ଦୂରଦର୍ଶୀ ଚିନ୍ତାଧାରା ଏବଂ ମୂଲ୍ୟବୋଧ ପ୍ରତ୍ୟେକ ଭାରତୀୟଙ୍କୁ ବଡ଼

ସ୍ୱପ୍ନ ଦେଖିବା ସହ ନିଷ୍ଠାର ସହିତ ଦେଶସେବା କରିବା ପାଇଁ ଆଜି ମଧ୍ୟ ନିରନ୍ତର ପ୍ରେରଣା ଯୋଗାଇ

ଆସୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande