ଇଣ୍ଡିଆନ୍ ଆଇଡଲ୍ ୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ନବୀନଙ୍କ ଶୁଭେଚ୍ଛା
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ଇଣ୍ଡିଆନ୍ ଆଇଡଲ୍ ୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ ଇଣ୍ଡିଆନ୍ ଆଇଡଲ
ଇଣ୍ଡିଆନ୍ ଆଇଡଲ୍ ୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ     ନବୀନଙ୍କ ଶୁଭେଚ୍ଛା


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ଇଣ୍ଡିଆନ୍ ଆଇଡଲ୍ ୧୬ର ବିଜେତା ଓଡ଼ିଆ ଝିଅ

ଜ୍ୟୋତିର୍ମୟୀ ନାୟକଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ

ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ ଇଣ୍ଡିଆନ୍

ଆଇଡଲ୍ ୧୬ର ବିଜେତା ହୋଇ ସଭିଙ୍କ ଗୌରବ ସାଜିଛନ୍ତି। ନିଜ ଦକ୍ଷତା ବଳରେ ସେ ହାସଲ କରିଥିବା

ସଫଳତା ସମଗ୍ର ଓଡ଼ିଶା ପାଇଁ ଗର୍ବର ବିଷୟ। ତାଙ୍କର ଆହୁରି ସଫଳତା ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା

କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande