ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ଖବର ଅତ୍ୟନ୍ତ ବ୍ୟଥିତ କରିଛି।
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକରେ ମନ୍ତ୍ରୀ     କୃଷ୍ଣଚନ୍ଦ୍ର ପାତ୍ରଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକରେ ମନ୍ତ୍ରୀ

କୃଷ୍ଣଚନ୍ଦ୍ର ପାତ୍ର ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ

କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ଖବର ଅତ୍ୟନ୍ତ ବ୍ୟଥିତ କରିଛି।

ମନ୍ତ୍ରୀ କହିଛନ୍ତି ଯେ, ତାଙ୍କ ଅମର ଆତ୍ମାର ସଦ୍ଗତି ପାଇଁ ପ୍ରଭୁ

ଶ୍ରୀ ଚନ୍ଦ୍ରଶେଖରଙ୍କ ନିକଟରେ ପ୍ରାର୍ଥନା। ଶୋକସନ୍ତପ୍ତ ପରିବାରଙ୍କୁ ମୋର ଗଭୀର ସମବେଦନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande