ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 27 ଜୁଲାଇ (ହି.ସ.) - ଓଡିଶା ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି,ଶିକ୍ଷା ବ୍ୟବସ୍ଥା ପ୍ରତି ବିଶ୍ୱାସ ଭାଙ୍ଗି ଦେଇଛି। ତେଣୁ ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରି ରାଜ୍ୟ ସ୍କୁଲ ଓ ଗଣ ଶିକ୍ଷା ମନ
ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲେ ନବୀନ     ପଟ୍ଟନାୟକ


ଭୁବନେଶ୍ୱର, 27 ଜୁଲାଇ (ହି.ସ.) - ଓଡିଶା

ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି,ଶିକ୍ଷା ବ୍ୟବସ୍ଥା ପ୍ରତି ବିଶ୍ୱାସ ଭାଙ୍ଗି ଦେଇଛି। ତେଣୁ ପୂର୍ବତନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରି ରାଜ୍ୟ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ

ନିତ୍ୟାନନ୍ଦ ଗଣ୍ଡ ତୁରନ୍ତ ଇସ୍ତଫା ଦେଇଦେବା

ଉଚିତ ବୋଲି ବିରୋଧୀ ଦଳ ନେତା ଶ୍ରୀ ନବୀନ

ପଟନାୟକ ଦାବି କରିଛନ୍ତି। ବିଜେଡି ଗତ ତିନି

ସପ୍ତାହ ହେଲା ଶ୍ରୀ ଗଣ୍ଡ ଙ୍ ଇସ୍ତଫା ଦାବି କରି ଆସୁଛି ବୋଲି ଶ୍ରୀ ପଟନାୟକ କହିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande