ଈଶ୍ୱରଚନ୍ଦ୍ର ବିଦ୍ୟାସାଗରଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 29 ଜୁଲାଇ (ହି.ସ.) - ଈଶ୍ୱରଚନ୍ଦ୍ର ବିଦ୍ୟାସାଗରଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହେଦଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜ ସଂସ୍କାର
ଈଶ୍ୱରଚନ୍ଦ୍ର     ବିଦ୍ୟାସାଗରଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 29 ଜୁଲାଇ (ହି.ସ.) - ଈଶ୍ୱରଚନ୍ଦ୍ର

ବିଦ୍ୟାସାଗରଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହେଦଓ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାନ ସ୍ୱାଧୀନତା

ସଂଗ୍ରାମୀ ତଥା ସମାଜ ସଂସ୍କାରକ ଈଶ୍ୱରଚନ୍ଦ୍ର ବିଦ୍ୟାସାଗରଙ୍କ ପୁଣ୍ୟତିଥିରେ ତାଙ୍କ ଅମର

ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande