
ଭୁବନେଶ୍ୱର, 29 ଜୁଲାଇ (ହି.ସ.)- ଆଜି ହେଉଛି
ପବିତ୍ର ଗୁରୁ ପୂର୍ଣ୍ଣିମା । ଏହି ଅବସରରେ ଗୁରୁ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି
କରି ସେ କହିଛନ୍ତି ଯେ, ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା
ଏବଂ ଅଭିନନ୍ଦନ।
ଜୀବନର ବିଭିନ୍ନ କ୍ଷେତ୍ରରେ, ବିଭିନ୍ନ ରୂପରେ ମାର୍ଗଦର୍ଶନ କରିଥିବା ମୋର ସମସ୍ତ ଶିକ୍ଷାଗୁରୁ, ଦୀକ୍ଷାଗୁରୁ ଓ କର୍ମଗୁରୁଙ୍କ ଚରଣରେ ଶତ କୋଟି ପ୍ରଣାମ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା