ସୁରେଶ ପୂଜାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 29 ଜୁଲାଇ (ହି.ସ.)- ସୁରେଶ ପୂଜାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜସ୍ୱ ଓ ବିପର୍ଯ୍ୟୟ
ସୁରେଶ ପୂଜାରୀଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 29 ଜୁଲାଇ (ହି.ସ.)-

ସୁରେଶ ପୂଜାରୀଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କେଭି

ସିଂହଦେଓ ଓ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜସ୍ୱ ଓ ବିପର୍ଯ୍ୟୟ

ପରିଚାଳନା ମନ୍ତ୍ରୀ ତଥା ବ୍ରଜରାଜନଗରର

ଲୋକପ୍ରିୟ ବିଧାୟକ ଶ୍ରୀ ସୁରେଶ ପୂଜାରୀଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ

ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା ସମଲେଶ୍ୱରୀ ଆପଣଙ୍କୁ ସୁଖୀ,ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା

ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

ଉପମୁଖ୍ୟମନ୍ତ୍ରୀ କନକ

ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଶା

ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମାନ୍ୟବର ମନ୍ତ୍ରୀ ତଥା ବ୍ରଜରାଜନଗରର

ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କର ସୁସ୍ଥ, ନିରାମୟ ଏବଂ ଦୀର୍ଘ ଜୀବନ କାମନା କରୁଛି।

ସୁରେଶ ପୂଜାରୀଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କୁ ଜନ୍ମଦିନର ଶୁଭ

ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା

କରୁଛି, ଆପଣଙ୍କ

ଜୀବନ ସୁସ୍ୱାସ୍ଥ୍ୟ, ସୁଖ, ସମୃଦ୍ଧି ଓ ସଫଳତାରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande