ଆସନ୍ତା ୬ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୩ ଜୁଲାଇ (ହି.ସ)- ଆସନ୍ତା ୬ ତାରିଖରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୬ ତାରିଖ ପୂର୍ବାହ୍ନ ୧୦ଟା ୧୫ ମିନିଟ୍ ରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ନୀତିକାନ୍ତି, ଶ୍ରଦ୍ଧାଳୁଙ୍କ ପାଇଁ ହୋଇ
mohan majhi


ଭୁବନେଶ୍ୱର, ୦୩ ଜୁଲାଇ (ହି.ସ)- ଆସନ୍ତା ୬ ତାରିଖରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୬ ତାରିଖ ପୂର୍ବାହ୍ନ ୧୦ଟା ୧୫ ମିନିଟ୍ ରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ନୀତିକାନ୍ତି, ଶ୍ରଦ୍ଧାଳୁଙ୍କ ପାଇଁ ହୋଇଥିବା ବ୍ୟବସ୍ଥାର ସମୀକ୍ଷା କରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande