ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, 03 ଜୁଲାଇ (ହି.ସ.)- ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀ ଗସ୍ତ କାଳରେ ସେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ଅବସରରେ ଓଡ଼ିଶାର ପ୍ରଗତି, ସାଂଗଠନିକ ସୁଦୃ
ଦିଲ୍ଲୀ ଗସ୍ତ ସାରି     ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଭୁବନେଶ୍ୱର, 03 ଜୁଲାଇ (ହି.ସ.)- ଦିଲ୍ଲୀ ଗସ୍ତ

ସାରି ଭୁବନେଶ୍ୱର ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀ ଗସ୍ତ କାଳରେ ସେ ବିଜେପି ରାଷ୍ଟ୍ରୀୟ

ଅଧ୍ୟକ୍ଷ ନିତିନ ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ଅବସରରେ ଓଡ଼ିଶାର ପ୍ରଗତି, ସାଂଗଠନିକ

ସୁଦୃଢ଼ୀକରଣ ଏବଂ ଆଗାମୀ ଦିନର କାର୍ଯ୍ୟପନ୍ଥା ସମ୍ପର୍କରେ ଅତ୍ୟନ୍ତ ସକାରାତ୍ମକ ଆଲୋଚନା ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande