ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲାପାଳ
ଭଦ୍ରକ, ୩୦ ଜୁଲାଇ (ହି.ସ.) - ୨୦୧୭ ମସିହାର ଆଇଏଏସ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭଦ୍ରକ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଆଜି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ସେ ବୟନ ଓ ହସ୍ତତନ୍ତ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଆସୁଥିଲେ। ବର୍ତମାନର ଭଦ୍ରକ ଜିଲାପାଳ ଡ. ଦିଲୀ
SOMESH KUMAR UPADHAYA NEW COLLECTOR AT BHADRAK -1


ଭଦ୍ରକ, ୩୦ ଜୁଲାଇ (ହି.ସ.) - ୨୦୧୭ ମସିହାର ଆଇଏଏସ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭଦ୍ରକ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଆଜି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ସେ ବୟନ ଓ ହସ୍ତତନ୍ତ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଆସୁଥିଲେ। ବର୍ତମାନର ଭଦ୍ରକ ଜିଲାପାଳ ଡ. ଦିଲୀପ ରାଉତରାଏ ଆସନ୍ତାକାଲି (୩୧.୭.୨୬) ଅବସର ନେବେ । ତାଙ୍କ ସ୍ଥାନରେ ଶ୍ରୀ ଉପାଧ୍ୟାୟ ଅଗଷ୍ଟ ୧ ରେ କାର୍ଯ୍ୟଭାର ଗ୍ରହଣ କରିବେ ବୋଲି ସରକାରୀ ବିଜ୍ଞପ୍ତିରେ ପ୍ରକାଶ ପାଇଛି।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande